ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦୀପାବଳି ଓ କାଳୀପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଅଧିକ ପଢ଼ନ୍ତୁ-ଆଜି ଦୀପାବଳି: ଗାଁରୁ ସହର ପର୍ଯ୍ୟନ୍ତ ଉତ୍ସାହର ମାହୋଲ

Rakesh Mallick
  • Published: Thursday, 19 October 2017
  • , Updated: 19 October 2017, 11:46 AM IST

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦୀପାବଳି ଓ କାଳୀପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି।

ଅଧିକ ପଢ଼ନ୍ତୁ-ଆଜି ଦୀପାବଳି: ଗାଁରୁ ସହର ପର୍ଯ୍ୟନ୍ତ ଉତ୍ସାହର ମାହୋଲ

Related story