୩୦ ବଖରା ଘର ପୋଡିଗଲା; ଦୁଇ ଜଣ ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଭାପୁର ହରିଡାପଶି ଗାଁରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩୦ ବଖରା ଘର ପାଉଁଶ ହୋଇଥିବା ବେଳେ ଜଣେ ବୟସ୍କ ବ୍ୟକ୍ତି ଓ ଜଣେ ନାବାଳିକା ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ଅଗ୍ନିଶମ କର୍ମଚାରୀମାନେ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା  ଆୟତ୍ତର କରିବା ସମ୍ଭବ ହୋଇନଥିଲା। ଯଥାଶୀଘ୍ର କ୍ଷତିଗ୍ରସ୍ତ […]

dkl fire

dkl fire

Rakesh Mallick
  • Published: Friday, 14 April 2017
  • Updated: 14 April 2017, 06:09 PM IST

Sports

Latest News

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଭାପୁର ହରିଡାପଶି ଗାଁରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩୦ ବଖରା ଘର ପାଉଁଶ ହୋଇଥିବା ବେଳେ ଜଣେ ବୟସ୍କ ବ୍ୟକ୍ତି ଓ ଜଣେ ନାବାଳିକା ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ଅଗ୍ନିଶମ କର୍ମଚାରୀମାନେ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା  ଆୟତ୍ତର କରିବା ସମ୍ଭବ ହୋଇନଥିଲା। ଯଥାଶୀଘ୍ର କ୍ଷତିଗ୍ରସ୍ତ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos