ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟର ଯେକୌଣସି RTOରୁ ଏଣିକି ମିଳି ପାରିବ ଡିଏଲ୍ । ଲର୍ଣ୍ଣିଂ ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଯେକୌଣସି RTOରେ ଆବେଦନ କରାଯାଇପାରିବ।
କେବଳ ଡ୍ରାଇଭିଂ ଲାଇସେନ୍ସ ନୁହେଁ, ଗାଡ଼ି ରେଜିଷ୍ଟ୍ରେସନ ମଧ୍ୟ ଯେକୌଣସି RTOରୁ କରାଯାଇ ପାରିବ। ଏନେଇ ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ପରେ ଏବେ ଯେକୌଣସି ଆରଟିଓରୁ ସେବା ପାଇ ପାରିବେ ଜନସାଧାରଣ। ପୂର୍ବରୁ ଗୋଟିଏ ଗୋଟିଏ ଆରଟିଓ ଅଫିସ ସମ୍ମୁଖରେ ଲୋକଙ୍କ ଲମ୍ବା ଲାଇନ ଲାଗୁଥିବା ବେଳେ ଏବେ ଏପରି ସମସ୍ୟାରୁ ମୁକ୍ତି ପାଇପାରିବେ ଲୋକେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ
ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।