ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର, ନର୍ସଙ୍କୁ ‘କରୋନା’

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର ଓ ନର୍ସ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ନୟାଗ଼ଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଉଭୟଙ୍କ ସ୍ୱାବ ଟେଷ୍ଟ ପଜିଟିଭ ଆସିବା ପରେ ଦୁଇଜଣଙ୍କୁ ଭୁବନେଶ୍ୱର ସମ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କଠାରେ କୌଣସି ଲକ୍ଷଣ ନ ଥିବା କହିଛନ୍ତି ସିଡିଏମ୍ଓ।ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିଥିବା ସିଡିଏମ୍ଓ ସୂଚନା ଦେଇଛନ୍ତି। କରୋନା […]

nayagarh

nayagarh

Manoranjan Sial
  • Published: Monday, 08 June 2020
  • Updated: 08 June 2020, 11:21 PM IST

Sports

Latest News

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର ଓ ନର୍ସ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ନୟାଗ଼ଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଉଭୟଙ୍କ ସ୍ୱାବ ଟେଷ୍ଟ ପଜିଟିଭ ଆସିବା ପରେ ଦୁଇଜଣଙ୍କୁ ଭୁବନେଶ୍ୱର ସମ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କଠାରେ କୌଣସି ଲକ୍ଷଣ ନ ଥିବା କହିଛନ୍ତି ସିଡିଏମ୍ଓ।ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିଥିବା ସିଡିଏମ୍ଓ ସୂଚନା ଦେଇଛନ୍ତି।

କରୋନା ଚିହ୍ନଟ ହେବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସର୍ଜରୀ ୱାର୍ଡ ସିଲ୍‌ କରାଯାଇଛି। ପୂରା ମେଡିକାଲ୍‌କୁ ସାନିଟାଇଜ୍ କରାଯାଇଛି। ଏହାଛଡ଼ା ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଖୋଜା ଚାଲିଛି। ତେବେ କେଉଁ ପରିସ୍ଥିତିରେ ସେମାନଙ୍କୁ କରୋନା ହେଲା, ତାହା ଜଣାପଡ଼ି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story