ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲା; ଗିରଫ ହେଲେ ଡାକ୍ତର

ରାଉରକେଲା(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ ଗିରଫ ହୋଇଛନ୍ତି ବିରମିତ୍ରପୁର ସରକାରୀ ଡାକ୍ତରଖାନାର ଡାକ୍ତର ଦେବାଶିଷ ଘୋଷ। ନାବାଳିକାଙ୍କ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି  କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଟିମ୍‌ ଆଜି ସକାଳେ ସମ୍ପୃକ୍ତ ଡାକ୍ତରଙ୍କୁ ପଚରାଉଚରା ପାଇଁ ବିରମିତ୍ରପୁର ଥାନାକୁ ଡାକିଥିଲା। ସେଠାରେ ଦୀର୍ଘ ସମୟ ଜେରା ପରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବୀରମିତ୍ରପୁରର ବହିଷ୍କୃତ ପୂର୍ବତନ ଥାନା ଅଧିକାରୀ ଆନନ୍ଦ […]

arrest-1

arrest-1

Niharika Rout
  • Published: Tuesday, 07 July 2020
  • Updated: 07 July 2020, 11:03 AM IST

Sports

Latest News

ରାଉରକେଲା(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ ଗିରଫ ହୋଇଛନ୍ତି ବିରମିତ୍ରପୁର ସରକାରୀ ଡାକ୍ତରଖାନାର ଡାକ୍ତର ଦେବାଶିଷ ଘୋଷ। ନାବାଳିକାଙ୍କ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି  କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ଟିମ୍‌ ଆଜି ସକାଳେ ସମ୍ପୃକ୍ତ ଡାକ୍ତରଙ୍କୁ ପଚରାଉଚରା ପାଇଁ ବିରମିତ୍ରପୁର ଥାନାକୁ ଡାକିଥିଲା। ସେଠାରେ ଦୀର୍ଘ ସମୟ ଜେରା ପରେ ତାଙ୍କୁ ଗିରଫ କରାଯାଇଛି।

ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବୀରମିତ୍ରପୁରର ବହିଷ୍କୃତ ପୂର୍ବତନ ଥାନା ଅଧିକାରୀ ଆନନ୍ଦ ମାଝି ପୂର୍ବରୁ ଗିରଫ ହୋଇ ଜେଲ୍‌ରେ ଥିବା ବେଳେ ଏବେ ଅଭିଯୁକ୍ତ ଡାକ୍ତର ଗିରଫ ହୋଇଛନ୍ତି।  ଜାମିନ ଆବେଦନ ଖାରଜ ହେବାରୁ ଆନନ୍ଦ ଏବେ ଜେଲ୍‌ରେ ଅଛନ୍ତି।  ତାଙ୍କୁ କ୍ରାଇମବ୍ରାଞ୍ଚର ସ୍ୱତନ୍ତ୍ର ଟିମ୍ ଅନୁଗୁଳ ବଇଣ୍ଡା ଅଞ୍ଚଳର ଏକ ଜଙ୍ଗଲରୁ ଗିରଫ କରିଥିଲା।   

ସୂଚନାଯୋଗ୍ୟ,  ଜଣେ ଅସହାୟ ନାବାଳିକାକୁ ବଳାତ୍କାର ଓ ଗର୍ଭପାତ ମାମଲାରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୪ ଜଣ ଏବେ ବି ଫେରାର ଅଛନ୍ତି।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story