ରକ୍ତରେ ଭାସୁଥିଲା ହସ୍ପିଟାଲ ପରିସର, ଆଉ ଶୁଭୁଥୁଲା ଚିତ୍କାର। ଶୁକ୍ରବାର ସଂଧ୍ୟାର ଦୃଶ୍ୟ ଥିଲା ବେଶ ହୃଦୟ ବିଦାରକ। ଷ୍ଟ୍ରେଚରର ଲାଗିଥିଲା ଲମ୍ୱା ଲାଇନ। ସମସ୍ତେ ନିଜ ଜୀବନ ବଞ୍ଚାଇବା ପାଇଁ ନେହୁରା ହେଉଥିଲେ। କାହା ପାଖରେ କିଛି ଶୁଣିବା କି ବୁଝିବା ପାଇଁ ସମୟ ନଥିଲା। ସମସ୍ତଙ୍କର ଗୋଟିଏ ଲକ୍ଷ୍ୟ ଥିଲା ସମସ୍ତଙ୍କ ଜୀବନ ବଞ୍ଚାଇବା। ଆଉ ଏହି ସମୟରେ ଦେବଦୂତ ସାଜିଥିଲେ ବାଲେଶ୍ୱର ହସ୍ପିଟାଲର ଡାକ୍ତର, ଫାର୍ମାସିଷ୍ଟ ଓ ନର୍ସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।
Miscellaneous
ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ
ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।