ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ! ଡାକ୍ତରଙ୍କୁ ପିଟିଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଇସୋଲେସନ ସେଣ୍ଟରରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ଜଣେ ଡାକ୍ତରଙ୍କୁ ମାଡ଼ ମାରିବା ସହ ଆଇସୋଲେସନ ସେଣ୍ଟରରେ ପଶି ଭଙ୍ଗାରୁଜା କରିଛନ୍ତି। ପୁଲିସ୍, ସିଡିଏମଓ ଓ ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି। ଗତକାଲି ବିଷ୍ଣୁମୁଣ୍ଡା ଅଞ୍ଚଳର ଜଣେ ଯୁବକଙ୍କ ତଣ୍ଟିରେ ଯନ୍ତ୍ରଣା ହେଉଥିବାରୁ ଭୀମଭୋଇ ମେଡିକାଲ କଲେଜ ଆଇସୋଲେସନରେ ଭର୍ତ୍ତି ହୋଇଥିଲେ। ଆଜି […]

balangir

balangir

Tapaswini Nayak
  • Published: Saturday, 08 August 2020
  • Updated: 08 August 2020, 06:24 PM IST

Sports

Latest News

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଇସୋଲେସନ ସେଣ୍ଟରରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକମାନେ ଜଣେ ଡାକ୍ତରଙ୍କୁ ମାଡ଼ ମାରିବା ସହ ଆଇସୋଲେସନ ସେଣ୍ଟରରେ ପଶି ଭଙ୍ଗାରୁଜା କରିଛନ୍ତି। ପୁଲିସ୍, ସିଡିଏମଓ ଓ ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି।

ଗତକାଲି ବିଷ୍ଣୁମୁଣ୍ଡା ଅଞ୍ଚଳର ଜଣେ ଯୁବକଙ୍କ ତଣ୍ଟିରେ ଯନ୍ତ୍ରଣା ହେଉଥିବାରୁ ଭୀମଭୋଇ ମେଡିକାଲ କଲେଜ ଆଇସୋଲେସନରେ ଭର୍ତ୍ତି ହୋଇଥିଲେ। ଆଜି ଯୁବକଙ୍କର ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ତେବେ ଯୁବକଙ୍କର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ପରିବାର ଲୋକ ଅଭିଯୋଗ କରିଥିଲେ। ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିବାର ଲୋକ ଡାକ୍ତରଖାନା ଆଗରେ ଧାରଣାରେ ବସିବା ସହ ଆଇସୋଲେସନ ସେଣ୍ଟରରେ ପଶି ଭାଙ୍ଗାରୁଜା କରିଥିଲେ। ଏହାସହ ଜଣେ ଡାକ୍ତରଙ୍କୁ ମାଡ଼ ମାରିଥିଲେ।

ତେବେ ଡାକ୍ତରଙ୍କୁ ମାଡ଼ ମାରିବା ଅଭିଯୋଗରେ ଡାକ୍ତରମାନେ ଆନ୍ଦୋଳନକୁ ଉହ୍ଲାଇଛନ୍ତି। ମାଡ଼ ମାରିଥିବା ଅଭିଯୁକ୍ତକୁ ଗିରଫ ଦାବି ଡାକ୍ତରଖାନା ଆଗରେ ଡାକ୍ତରମାନେ ଧାରଣାରେ ବସିଛନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ବ୍ୟାହତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story