ସାପ ଦେହରୁ ବାହାରିଲା ବନିଶୀ କଣ୍ଟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସ୍ତ୍ରୋପଚାର ପରେ ସାପ ଦେହରୁ ବାହାରିଲା ବନିଶୀ କଣ୍ଟା।  ଭୁବନେଶ୍ୱର ଓୟୁଏଟିର ଏକ ଡାକ୍ତରୀ ଟିମ୍ ଏହି ଅସ୍ତ୍ରୋପଚାର କରିଥିଲେ। ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସ୍ଥିତ ନଖିମପୁର ଅଞ୍ଚଳରେ ଜଣେ ବ୍ୟକ୍ତି ମାଛ ଧରିବା ପାଇଁ ପୋଖରୀରେ ବନିଶୀ କଣ୍ଟା ପକାଇଥିଲେ। ତେବେ ସାପଟି ବନିଶୀ କଣ୍ଟାଟିକୁ ଗିଳି ଦେଇଥିଲା।  ପରେ ସାପଟିକୁ ଉଦ୍ଧାର କରାଯାଇ ଓୟୁଏଟିକୁ ଅଣାଯାଇଥିଲା। ଓୟୁଏଟିରେ ଏକ୍ସ-ରେ କରିବା ପରେ କଣ୍ଟାଟି ସାପ ଦେହରେ ଥିବା ଜଣାପଡ଼ିଥିଲା। […]

bbsr

bbsr

Jyoshna Pradhan
  • Published: Sunday, 20 October 2019
  • Updated: 20 October 2019, 02:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସ୍ତ୍ରୋପଚାର ପରେ ସାପ ଦେହରୁ ବାହାରିଲା ବନିଶୀ କଣ୍ଟା।  ଭୁବନେଶ୍ୱର ଓୟୁଏଟିର ଏକ ଡାକ୍ତରୀ ଟିମ୍ ଏହି ଅସ୍ତ୍ରୋପଚାର କରିଥିଲେ।

ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ସ୍ଥିତ ନଖିମପୁର ଅଞ୍ଚଳରେ ଜଣେ ବ୍ୟକ୍ତି ମାଛ ଧରିବା ପାଇଁ ପୋଖରୀରେ ବନିଶୀ କଣ୍ଟା ପକାଇଥିଲେ। ତେବେ ସାପଟି ବନିଶୀ କଣ୍ଟାଟିକୁ ଗିଳି ଦେଇଥିଲା।  ପରେ ସାପଟିକୁ ଉଦ୍ଧାର କରାଯାଇ ଓୟୁଏଟିକୁ ଅଣାଯାଇଥିଲା।

ଓୟୁଏଟିରେ ଏକ୍ସ-ରେ କରିବା ପରେ କଣ୍ଟାଟି ସାପ ଦେହରେ ଥିବା ଜଣାପଡ଼ିଥିଲା। ଏହାପରେ ଡାକ୍ତରୀ ଟିମ୍ ସହାୟତାରେ ସାପ ଦେହରୁ କଣ୍ଟାଟିକୁ ବାହାର କରାଯାଇଥିଲା। ଏବେ ସାପଟିର ଚିକିତ୍ସା ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story