ଦୋଳପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

<p>ପୁରୀ( ଓଡ଼ିଶା ରିପୋର୍ଟର): ଦୋଳପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ନୀତିନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଆଜିର ମେଣ୍ଢା ପୋଡ଼ି ନୀତି ଏବଂ ଆସନ୍ତାକାଲିର ଦୋଳ ପୂର୍ଣ୍ଣିମା ନୀତି କିଭଳି ଶୃଙ୍ଖଳିତ ଭାବେ ହୋଇପାରିବ, ସେନେଇ ଗତକାଲି ସନ୍ଧ୍ୟାରେ ବସିଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। &nbsp;ମେଣ୍ଢା ପୋଡ଼ି ପାଇଁ ଆଜି ଭୋର ୫ ଟାରେ ଦ୍ୱାର ଖୋଲିଛି। ବିଳମ୍ବିତ ରାତି ଗୋଟାଏରେ ପହଡ଼ ନୀତି ଅନୁଷ୍ଠିତ ହେବ ବୋଲି ଛତିଶା ନିଯୋଗ ନାୟକ ଜନାର୍ଦ୍ଧନ ପାଟ୍ଟଯୋଶୀ ମହାପାତ୍ର ସୂଚନା ଦେଇଛନ୍ତି।</p> <p>ଦୋଳପୂର୍ଣ୍ଣିମାରେ ରାତି ୩ ଟାରୁ ଦ୍ୱାର ଫିଟିବ। ଦିନ ୧୦ଟାରୁ ୧୧ଟା ମଧ୍ୟରେ ଦୋଳବେଦୀକୁ ବିଜେ ହେବେ ଦିଅ। ସେହିଦିନ ରାତି ୯ଟାରେ ବାହୁଡ଼ା ଏବଂ ୯ଟା ୩୦ରେ ଶ୍ରୀଜିଉଙ୍କ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ଠାକୁରଙ୍କ ଏହି ବେଶକୁ ଶ୍ରଦ୍ଧାଳୁମାନେ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ କରି ପାରିବେ। ସବୁ ନୀତିକାନ୍ତ ଯେଭଳି ଠିକ୍&zwnj; ଭାବେ ସମ୍ପନ୍ନ ହେବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।</p>

Ordigital Desk
  • Published: Wednesday, 28 February 2018
  • Updated: 28 February 2018, 08:08 AM IST

Sports

Latest News

<p>ପୁରୀ( ଓଡ଼ିଶା ରିପୋର୍ଟର): ଦୋଳପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ନୀତିନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଆଜିର ମେଣ୍ଢା ପୋଡ଼ି ନୀତି ଏବଂ ଆସନ୍ତାକାଲିର ଦୋଳ ପୂର୍ଣ୍ଣିମା ନୀତି କିଭଳି ଶୃଙ୍ଖଳିତ ଭାବେ ହୋଇପାରିବ, ସେନେଇ ଗତକାଲି ସନ୍ଧ୍ୟାରେ ବସିଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। &nbsp;ମେଣ୍ଢା ପୋଡ଼ି ପାଇଁ ଆଜି ଭୋର ୫ ଟାରେ ଦ୍ୱାର ଖୋଲିଛି। ବିଳମ୍ବିତ ରାତି ଗୋଟାଏରେ ପହଡ଼ ନୀତି ଅନୁଷ୍ଠିତ ହେବ ବୋଲି ଛତିଶା ନିଯୋଗ ନାୟକ ଜନାର୍ଦ୍ଧନ ପାଟ୍ଟଯୋଶୀ ମହାପାତ୍ର ସୂଚନା ଦେଇଛନ୍ତି।</p><p>ଦୋଳପୂର୍ଣ୍ଣିମାରେ ରାତି ୩ ଟାରୁ ଦ୍ୱାର ଫିଟିବ। ଦିନ ୧୦ଟାରୁ ୧୧ଟା ମଧ୍ୟରେ ଦୋଳବେଦୀକୁ ବିଜେ ହେବେ ଦିଅ। ସେହିଦିନ ରାତି ୯ଟାରେ ବାହୁଡ଼ା ଏବଂ ୯ଟା ୩୦ରେ ଶ୍ରୀଜିଉଙ୍କ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ଠାକୁରଙ୍କ ଏହି ବେଶକୁ ଶ୍ରଦ୍ଧାଳୁମାନେ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ କରି ପାରିବେ। ସବୁ ନୀତିକାନ୍ତ ଯେଭଳି ଠିକ୍&zwnj; ଭାବେ ସମ୍ପନ୍ନ ହେବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos