ବ୍ରହ୍ମଗିରି(ରବି ନାରାୟଣ ପୂଜାରୀ): ଚିଲିକାରେ ଆଜି ଡଲଫିନ୍ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ସକାଳ ୬ଟାରୁ ଏହି ଗଣନା ଆରମ୍ଭ ହୋଇଥିବା ଦିନ ୧୨ଟା ଯାଏ ଚାଲିବ। ବିଶେଷ କରି ସେଣ୍ଟ୍ରାଲ ଚିଲିକା ପାଇଁ ୧୦ଟିମ୍ରେ ୮୬ ଜଣ ଗଣନାକାରୀ ଥିବା ବେଳେ ଆଉଟଟର୍ ଚିଲିକାରେ ୮ଟି ଟିମ୍ରେ ୪୭ ଜଣ ଅଛନ୍ତି। ମୋଟ ୧୮ଟି ଟିମ୍ ଏହି ଗଣନା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏଥିସହ ୧୩୩ ଜଣ ଗଣନାକାରୀ ଅଛନ୍ତି।
ଗଣନା କାର୍ଯ୍ୟରେ ବନବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଓୟୁଟି, w.w.f ଓ NGOର କର୍ମକର୍ତ୍ତାମାନେ ରହିଛନ୍ତି। ଜିପିଏସ୍ ଟ୍ରାକିଙ୍ଗ ଓ ବାଇନା କୁଲାର ସହାୟତାରେ ଲ୍ଟିଏସ୍ ମେଥଡ୍ରେ ଗଣନା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆବର୍ଷରୁ ନୂଆ ବ୍ୟବସ୍ଥା; ବାରିକେଡରେ ଯାଇ ଦର୍ଶନ କରିବେ ଶ୍ରଦ୍ଧାଳୁ
ଓବିସିସି ଦ୍ୱାରା ଡାଇଗ୍ରାମ କରାଯାଇଥିବା ରାଂପ୍ ବ୍ୟବସ୍ଥା ନୂଆବର୍ଷ ପୂର୍ବରୁ ନିର୍ମାଣ ଶେଷ କରାଯିବ। ଯଦିଓ ନୂଆ ଦର୍ଶନ ବ୍ୟବସ୍ଥାର ପୂର୍ଣ୍ଣ ଚିତ୍ର ଆସିନାହିଁ, ତେବେ ସୂଚନା ଅନୁସାରେ ୬ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ନିର୍ମାଣ ହେବ।
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।
Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।
Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।
Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।