ଭୁବନେଶ୍ୱର(ଓଡ଼ିଶା ରିପୋର୍ଟ): ଓଡ଼ିଶାରେ କରୋନା ମୁକାବିଲା ଲାଗି ଦରକାର ୬ ମାସ ପ୍ରସ୍ତୁତି। କରୋନା ଭାଇରସକୁ ନଡ଼ରି କେବଳ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ।
ଏହାସହ ଚାଞ୍ଚଲ୍ୟ, ରହସ୍ୟ ଓ ଗୁଜବ ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ତାସହ ସାମାଜିକ ଦୂରତ୍ୱ ପ୍ରତି ଅଧିକ ଗୁରୁତ୍ୱ ଦିଆଯାଉଛି। ପ୍ରତିଦିନ ଅପରାହ୍ନ ସାଢେ ୪ଟାରେ ସରକାରଙ୍କ ପକ୍ଷରୁ କରୋନା ସଂପର୍କିତ ସୂଚନା ଦିଆଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।