ଦମ୍ପତିଙ୍କୁ ବୀଭତ୍ସ ହତ୍ୟା

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଧିରାମପଡ଼ାରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା। ଗତକାଲି ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ କେହି ଧାରୁଆ ଅସ୍ତ୍ରରେ ସେମାନଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ସେମାନଙ୍କ କ୍ଷତବିକ୍ଷତ ମୃତଦେହ ଘର ବାରଣ୍ଡାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତେବେ କିଏ କାହିଁକି ଏହି ଦମ୍ପତିଙ୍କୁ ହତ୍ୟା କଲା, ତାର କାରଣ […]

deadbody

deadbody

Jyoshna Pradhan
  • Published: Sunday, 08 September 2019
  • Updated: 08 September 2019, 12:00 PM IST

Sports

Latest News

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଧିରାମପଡ଼ାରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ ରାମାଇ ମୁଣ୍ଡା ଓ ତାଙ୍କ ସ୍ତ୍ରୀ ଚମ୍ପା ମୁଣ୍ଡା।

ଗତକାଲି ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ କେହି ଧାରୁଆ ଅସ୍ତ୍ରରେ ସେମାନଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ସେମାନଙ୍କ କ୍ଷତବିକ୍ଷତ ମୃତଦେହ ଘର ବାରଣ୍ଡାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତେବେ କିଏ କାହିଁକି ଏହି ଦମ୍ପତିଙ୍କୁ ହତ୍ୟା କଲା, ତାର କାରଣ ଏଯାଏ ଅସ୍ପଷ୍ଟ ରହିଛି।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story