ରାଜ୍ୟ ସରକାରଙ୍କ ହାତରୁ ଖସି ଯାଉଛି ଆଇନଶୃଙ୍ଖଳା ପରିସ୍ଥିତି : ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣ ଘଟଣାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଡ଼ା ନିନ୍ଦା କରିବା ସହ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି ବୋଲି କହିଛନ୍ତି। ସେହିପରି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ ଏହି ଆକ୍ରମଣ ପାଇଁ ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି […]

D Pradhan

D Pradhan

Ordigital Desk
  • Published: Tuesday, 12 April 2022
  • Updated: 12 April 2022, 06:13 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣ ଘଟଣାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଡ଼ା ନିନ୍ଦା କରିବା ସହ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି ବୋଲି କହିଛନ୍ତି। ସେହିପରି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ମଧ୍ୟ ଏହି ଆକ୍ରମଣ ପାଇଁ ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି।

ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି ଚାଳକ ଓ ସୁରକ୍ଷାକର୍ମୀଙ୍କୁ ଦିନ ଦ୍ୱିପ୍ରହରରେ ଆକ୍ରମଣ କରିବା ଘଟଣାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିନ୍ଦା କରିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୀତିକ ଆକ୍ରୋଶ ରଖି ହେଉଥିବା ଆକ୍ରମଣକୁ ନେଇ ଉଦବେଗ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ ମନେ ହେଉଛି ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କୁ ହାତରୁ ଖସିବାକୁ ଯାଉଛି, ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ । ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହଁନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବ । ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ପୁଲିସ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।

ସେହିପରି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ବିଧାୟକ ଶ୍ରୀ ମହାଲିଙ୍ଗଙ୍କ ଉପରେ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରି କହିଛନ୍ତି ଯେ ଜଣେ ଜନପ୍ରତିନିଧିଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ଘଟଣା ରାଜ୍ୟର ଆଇନଶୃଙ୍ଖଳା ପ୍ରତି ଏକ ବଡ଼ ପ୍ରଶ୍ନବାଚୀ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story