ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନବନିଯୁକ୍ତ ରାଜ୍ୟ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାର କରୋନାରେ ଆକ୍ରାନ୍ତ ହୋଇଛି। ସେ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।
I have been tested positive for Covid-19.I would like to request to all those who had come in contact with me the past few days to get themselves tested as a precautionary measure.Stay Safe 🙏🏻
— Dr A Chella Kumar (@DrAChellaKumar) September 12, 2020
ଏଥିରେ ଏ. ଚେଲ୍ଲାକୁମାର ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କରୋନା ଟେଷ୍ଟ୍ କରାଇ ନେବା ପାଇଁ ପରାମର୍ଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।