ଏନ୍‌କାଉଣ୍ଟରରେ ସେକ୍ ଲାଲା ଆହତ

କେନ୍ଦ୍ରାପଡ଼ା(ପ୍ରଭାତ ପରିଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଅଳବାଙ୍କ ନିକଟରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ଲାଲା ଆହତ ହୋଇଛି। ତା’ର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାକୁ କଟକ ସ୍ଥାନାନ୍ତର କରାଯାଇଛି। କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବିଭିନ୍ନ ଥାନାରେ ସେକ୍  ଲାଲା ନାଁରେ ୧୫ରୁ ଅଧିକ ମାମଲା ରହିଛି। କେନ୍ଦ୍ରାପଡ଼ା ପୋଲିସ ସେକ୍ ଲାଲାକୁ ଧରିବାକୁ ଯିବାବେଳେ ସେ ପୋଲିସ ଉପରକୁ ଦୁଇରାଉଣ୍ଡ ଗୁଳି […]

rb

rb

Rakesh Mallick
  • Published: Wednesday, 09 May 2018
  • Updated: 09 May 2018, 07:51 AM IST

Sports

Latest News

କେନ୍ଦ୍ରାପଡ଼ା(ପ୍ରଭାତ ପରିଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଅଳବାଙ୍କ ନିକଟରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ଲାଲା ଆହତ ହୋଇଛି। ତା’ର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାକୁ କଟକ ସ୍ଥାନାନ୍ତର କରାଯାଇଛି। କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବିଭିନ୍ନ ଥାନାରେ ସେକ୍  ଲାଲା ନାଁରେ ୧୫ରୁ ଅଧିକ ମାମଲା ରହିଛି।

କେନ୍ଦ୍ରାପଡ଼ା ପୋଲିସ ସେକ୍ ଲାଲାକୁ ଧରିବାକୁ ଯିବାବେଳେ ସେ ପୋଲିସ ଉପରକୁ ଦୁଇରାଉଣ୍ଡ ଗୁଳି ଚଳାଇଥିଲା। ପୋଲିସ ଏହାର ପାଲଟା ଜବାବ ଦେଇଥିଲା।  ପୋଲିସ୍ ଏନକାଉଣ୍ଟରରେ ଲାଲା ଆହତ ହୋଇଥିଲା।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos