‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ସୁଜଳ ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।   ଭୁବନେଶ୍ୱର ଓ ପୁରୀରେ ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲୋକାର୍ପିତ ହୋଇଛି। ଏହି ଯୋଜନାରୁ ଏହି ୨ ସହରର କେବଳ ୧ ଲକ୍ଷ ୮୦ ହଜାରରୁ ଅଧିକ ଲୋକେ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ […]

sujala-1

sujala-1

Niharika Rout
  • Published: Tuesday, 13 October 2020
  • Updated: 13 October 2020, 02:17 PM IST

Sports

Latest News

ଭୁବନେଶ୍ୱର: ‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ସୁଜଳ ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।   ଭୁବନେଶ୍ୱର ଓ ପୁରୀରେ ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲୋକାର୍ପିତ ହୋଇଛି। ଏହି ଯୋଜନାରୁ ଏହି ୨ ସହରର କେବଳ ୧ ଲକ୍ଷ ୮୦ ହଜାରରୁ ଅଧିକ ଲୋକେ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ  ମୁଖ୍ୟମନ୍ତ୍ରୀ   କହିଛନ୍ତି, “ସମୃଦ୍ଧ ଅର୍ଥନୀତି ପାଇଁ ସୁସ୍ଥ ଜୀବନ ନିହାତି ଦରକାର।  ସୁସ୍ଥ ଜୀବନ ପାଇଁ ଶୁଦ୍ଧ ପିଇବା ପାଣି ଅତ୍ୟନ୍ତ ଜରୁରୀ। ଟ୍ୟାପ୍‌ରୁ ପିଇବା ପାଣି ଯୋଗୁଁ ପୁରୀରୁ ପ୍ଲାଷ୍ଟିକ ଆବର୍ଜନା କମିବ। ମାର୍ଚ୍ଚ ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳର ପ୍ରତି ଘରକୁ ପିଇବା ପାଣି ଯିବ। ସହରାଞ୍ଚଳର ପ୍ରତି ଘରକୁ ପିଇବା ପାଣିରେ ଓଡ଼ିଶା ଦେଶର ପ୍ରଥମ ହେବ।”

ଏହାବ୍ୟତୀତ ଏହି  ଯୋଜନାରେ ଭୁବନେଶ୍ୱର, ପୁରୀ, ରାଉରକେଲା ଓ ବ୍ରହ୍ମପୁରରେ ୩ ଲକ୍ଷ ଗୃହକୁ ପାନୀୟ ଜଳ ମିଟର ସଂଯୋଗ କରାଯାଇଛି।  ଏହି ଯୋଜନାରେ ଭୁବନେଶ୍ୱର, ଗୋପାଳପୁର, ଦିଗପହଣ୍ଡି ଓ କାଶୀନଗରରେ ଶତପ୍ରତିଶତ ଗୃହକୁ ପାନୀୟ ଜଳ ଯୋଗାଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story