ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରି କାର୍ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଖଣ୍ଡଗିରି ତପୋବନ ଛକରେ ଭଡ଼ାରେ ଯିବା ବାହାନାରେ କାର୍ ବୁକ୍ କରି ୨ ଜଣ ଦୁର୍ବୃତ୍ତ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ଗାଡି ଡ୍ରାଇଭରଙ୍କ ଟଙ୍କା ଓ ମୋବାଇଲ୍ ମଧ୍ୟ ଲୁଟି ନେଇଛନ୍ତି ଦୁର୍ବୃତ୍ତ।
ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଡ୍ରାଇଭରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।