ରାତି ଅଧରେ ଗୁଣ୍ଡାରାଜ୍‌: ଡ୍ରାଇଭରଙ୍କୁ ଆକ୍ରମଣ କରି ଲୁଟିନେଲେ କାର୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରି କାର୍‌ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଖଣ୍ଡଗିରି ତପୋବନ ଛକରେ ଭଡ଼ାରେ ଯିବା ବାହାନାରେ କାର୍‌ ବୁକ୍ କରି ୨ ଜଣ ଦୁର୍ବୃତ୍ତ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି। ଗାଡି ଡ୍ରାଇଭରଙ୍କ ଟଙ୍କା ଓ ମୋବାଇଲ୍ ମଧ୍ୟ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଡ୍ରାଇଭରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

bbsr

Rakesh Mallick
  • Published: Thursday, 05 July 2018
  • , Updated: 05 July 2018, 08:49 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରି କାର୍‌ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଖଣ୍ଡଗିରି ତପୋବନ ଛକରେ ଭଡ଼ାରେ ଯିବା ବାହାନାରେ କାର୍‌ ବୁକ୍ କରି ୨ ଜଣ ଦୁର୍ବୃତ୍ତ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି। ଗାଡି ଡ୍ରାଇଭରଙ୍କ ଟଙ୍କା ଓ ମୋବାଇଲ୍ ମଧ୍ୟ ଲୁଟି ନେଇଛନ୍ତି ଦୁର୍ବୃତ୍ତ।

ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଡ୍ରାଇଭରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Related story