୧୧ କେଭି ତାର ସଂସ୍ପର୍ଶରେ ଆସି ହାଇୱା ଡ୍ରାଇଭର ମୃତ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ତନ୍ତିଆପାଳ ଥାନା ଅନ୍ତର୍ଗତ ତରପଦା ଗାଁରେ ଏକ ବାଲି ବୋଝେଇ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭରଙ୍କ ନାଁ ପ୍ରଭାତ ସେଠୀ। ତାଙ୍କ ଘର ବରଜ ବାହାକୁଦ ଗ୍ରାମରେ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ତାରପଦା ଗାଁର ସୁରେନ୍ଦ୍ର ରାଉତରାୟଙ୍କ ଘରେ ପ୍ରଭାତ ବାଲି ଅନ୍‌ଲୋଡ୍‌ କରୁଥିବା ବେଳେ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍‌ ତାର […]

dead

dead

Tapaswini Nayak
  • Published: Saturday, 15 February 2020
  • Updated: 15 February 2020, 11:19 AM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ତନ୍ତିଆପାଳ ଥାନା ଅନ୍ତର୍ଗତ ତରପଦା ଗାଁରେ ଏକ ବାଲି ବୋଝେଇ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭରଙ୍କ ନାଁ ପ୍ରଭାତ ସେଠୀ। ତାଙ୍କ ଘର ବରଜ ବାହାକୁଦ ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ତାରପଦା ଗାଁର ସୁରେନ୍ଦ୍ର ରାଉତରାୟଙ୍କ ଘରେ ପ୍ରଭାତ ବାଲି ଅନ୍‌ଲୋଡ୍‌ କରୁଥିବା ବେଳେ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଗତ ରବିବାର ବ୍ରହ୍ମପୁର ନିକଟ ଗୋଳନ୍ଥରା ଥାନା ମେନ୍ଦରାଜପୁର ଛକରେ ଏକ ବସ୍ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ସେମାନେ ଏକ ନିର୍ବନ୍ଧ କାର୍ଯ୍ୟ ପାଇଁ ଯାଉଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା। ଏହି ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ୪ ଜଣ ଇଞ୍ଜିନିୟରଙ୍କୁ ନିଲମ୍ବନ କରାଯାଇଛି। ତା’ସହିତ ବସ୍ ଡ୍ରାଇଭରଙ୍କୁ ଗିରଫ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story