ଅଭୟକାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢ଼ିଲା ଅତିରିକ୍ତ ପିସିସିଏଫ୍ ଅଭୟ କାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ  ଖୋଲତାଡ ଜାରି ରଖିଛି ଏସଆଇଟି । ଏହି ମାମଲାରେ ଆଜି ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି । ଡ୍ରାଇଭରଙ୍କ ଘରୁ ମିଳିଥିବା ୨୦ ଲକ୍ଷ ଟଙ୍କା କାହାର? ସେ ନେଇ ଭିଜିଲାନ୍ସ ପଚରାଉଚରା କରୁଛି ।  ‍ ଡ୍ରାଇଭରଙ୍କ ସମେତ କିଛି ବ୍ୟାଙ୍କ କର୍ମଚାରୀ ମଧ୍ୟ ଭିଜିଲାନ୍ସ ସେଲ […]

abhaya-pathak

abhaya-pathak

Madhupriya Mistry
  • Published: Tuesday, 01 December 2020
  • Updated: 01 December 2020, 12:07 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଢ଼ିଲା ଅତିରିକ୍ତ ପିସିସିଏଫ୍ ଅଭୟ କାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ  ଖୋଲତାଡ ଜାରି ରଖିଛି ଏସଆଇଟି । ଏହି ମାମଲାରେ ଆଜି ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି । ଡ୍ରାଇଭରଙ୍କ ଘରୁ ମିଳିଥିବା ୨୦ ଲକ୍ଷ ଟଙ୍କା କାହାର? ସେ ନେଇ ଭିଜିଲାନ୍ସ ପଚରାଉଚରା କରୁଛି ।  ‍

ଡ୍ରାଇଭରଙ୍କ ସମେତ କିଛି ବ୍ୟାଙ୍କ କର୍ମଚାରୀ ମଧ୍ୟ ଭିଜିଲାନ୍ସ ସେଲ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ଅର୍ଥିକ କାରବାର ନେଇ ଏମାନଙ୍କୁ ଜେରା ଚାଲିଛି । ଏହି ମାମଲାରେ ପ୍ରାୟ ୫ଟି ବ୍ୟାଙ୍କ କର୍ମଚାରୀଙ୍କୁ ସମନ କରାଯାଇଥିଲା । ଅନ୍ୟପଟେ ଅଭୟଙ୍କ ସରକାରୀ ବାସଭବନରେ ଆଜି ପୁଣି ଭିଜିଲାନ୍ସ ଚଢ଼ାଉ କରିଛି । ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ବାସଭବନରେ ଆଉଥରେ ରେଡ କରିବା ସହ ଅଭୟକାନ୍ତଙ୍କ ସମ୍ପତ୍ତି ନେଇ ଯାଂଚ ଆରମ୍ଭ କରିଛି । ଅଭୟକାନ୍ତ ପାଠକଙ୍କ ପୁତୁରାକୁ ବି ଭିଜିଲାନ୍ସରେ ହାଜର ପାଇଁ ସମନ କରାଯାଇଛି ।

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟ କାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କୁ ଭିଜିଲାନ୍ସ ଗିରଫ କରିଛି । ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ପାଠକ ଗଂଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍ ଏହାର ତଦନ୍ତ ଜାରି ରଖିଛନ୍ତି । ଯେଉଁ ଯୁବକ ଯୁବତୀ ଠକେଇର ଶିକାର ହୋଇଛନ୍ତି, ସେମାନଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଭେଟିବା ସହ  ତଥ୍ୟ ସଂଗ୍ରହ କରିଛି।

ଅପରପକ୍ଷେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ । ଏହିଭଳି ଏକକାଳୀନ ୧୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିଲା । ଅଭୟକାନ୍ତଙ୍କ ସମ୍ପତ୍ତି,ଗୋଟିଏ ପରେ ଗୋଟିଏ ଦାମୀ ଗାଡ଼ି, ଆଲିସାନ୍ ଫ୍ଲାଟ୍ ଆଉ ଫାର୍ମ ହାଉସ୍ ସଂପର୍କୀୟ ଓ ଡ୍ରାଇଭରଙ୍କ ନାଁରେ ବି ଠୁଳ ହୋଇଥିବା ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ମଧ୍ୟ ତାଜୁବ ହୋଇଯାଇଥିଲେ।

ଭିଜିଲାନ୍ସ ଚଢ଼ାଉରୁ ଏପରି ଅମାପ ସମ୍ପତ୍ତିର ପତ୍ତା ମିଳିବା ପରେ ବଢ଼ିଛି ଅଭୟକାନ୍ତ ପାଠକଙ୍କ ଅଡ଼ୁଆ ।   କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସେ ଛନ୍ଦି ହୋଇ ପଡ଼ିଛନ୍ତି। କ୍ରାଇମବ୍ରାଂଚ ଏବଂ ଭିଜିଲାନ୍ସ ମିଳିତ ଭାବେ ଏହି ମାମଲାର ତଦନ୍ତ ଜାରି ରଖିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story