‘ସରକାର ଲିଖିତ ଭାବରେ ଲେଖିକି ଦିଅନ୍ତୁ’ | Odisha Reporter
ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ। ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି ଡ୍ରାଇଭର ମହାସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର। ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
