Advertisment

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ। ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି ଡ୍ରାଇଭର। ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର। ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ।

Advertisment

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ। ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି ଡ୍ରାଇଭର ମହାସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର। ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ। 

Advertisment
Protest Against Govt. DRIVER STRIKE Protest
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe