୧୭ ଯାଏ ପାଗ ଶୁଖିଲା, ୧୮ରେ ହାଲକା ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ କମ୍‌ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ହାଲକା ବର୍ଷା ହୋଇପାରେ । ଏହାବାଦ ରାଜ୍ୟର ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସଙ୍କ କହିବାନୁଯାୟୀ, […]

rain

rain

Niharika Rout
  • Published: Tuesday, 15 February 2022
  • Updated: 15 February 2022, 12:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୫ ଡିଗ୍ରୀ କମ୍‌ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଆସନ୍ତା ୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ହାଲକା ବର୍ଷା ହୋଇପାରେ । ଏହାବାଦ ରାଜ୍ୟର ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସଙ୍କ କହିବାନୁଯାୟୀ, ଫୁଲବାଣୀରେ ଆଜି ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ଥିଲା । ଏହାବାଦ ବହୁ ଜିଲ୍ଲାରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଦାରିଙ୍ଗିବାଡ଼ିରେ ୭.୫ଡିଗ୍ରୀ, ସୋନପୁରର ୮.୮, ଝାରସୁଗୁଡ଼ାରେ ୯.୮, ଭବାନୀପାଟଣାରେ ୯.୯ ଥିଲା।  ୨୪ ଘଣ୍ଟା ପରେ ରାଜ୍ୟରେ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ଜଣାଯାଇଛି।

ଏହାବାଦ ଅନୁଗୁଳରେ ୧୧ଡିଗ୍ରୀ, ବଲାଙ୍ଗୀରରେ ୧୧.୩, ସମ୍ବଲପୁରରେ ୧୧.୫, ହୀରାକୁଦରେ ୧୧.୫ ଓ ବାରିପଦାରେ ୧୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୧୮ ତାରିଖରେ  କାଁ ଭାଁ କେଉଁଠି ବର୍ଷା ହେବା ସହ ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି କହିଛି ପାଣିପାଗ ବିଭାଗ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story