୩୧ ଯାଏଁ ବିଧାନସଭାକୁ ବନ୍ଦ କଲେ ବାଚସ୍ପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ୫ କର୍ମଚାରୀ ‘କରୋନା’ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ବିଧାନସଭାକୁ ବନ୍ଦ ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆସନ୍ତା ୩୧ ତାରିଖ ଯାଏ ବିଧାନସଭା ବନ୍ଦ ରହିବ ବୋଲି ସେ ଘୋଷଣା କରିଛନ୍ତି। ତେବେ ଆସନ୍ତାମାସ ପହିଲାରୁ ୩ ଦିନ ସରକାରୀ ଛୁଟି ଥିବାରୁ ବିଧାନସଭା ୪ ତାରିଖରେ ଖୋଲିବ। ଏହି ବନ୍ଦ ସମୟରେ ସଂପୂର୍ଣ୍ଣ ବିଧାନସଭା ପରିସରକୁ ସାନିଟାଇଜ କରାଯିବ। ପଜିଟିଭ ଚିହ୍ନଟ ୫ କର୍ମଚାରୀ ଏବେ […]

odisha-assamble-1-750x430

odisha-assamble-1-750x430

Manoranjan Sial
  • Published: Friday, 24 July 2020
  • Updated: 24 July 2020, 04:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ୫ କର୍ମଚାରୀ ‘କରୋନା’ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ବିଧାନସଭାକୁ ବନ୍ଦ ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆସନ୍ତା ୩୧ ତାରିଖ ଯାଏ ବିଧାନସଭା ବନ୍ଦ ରହିବ ବୋଲି ସେ ଘୋଷଣା କରିଛନ୍ତି।

ତେବେ ଆସନ୍ତାମାସ ପହିଲାରୁ ୩ ଦିନ ସରକାରୀ ଛୁଟି ଥିବାରୁ ବିଧାନସଭା ୪ ତାରିଖରେ ଖୋଲିବ। ଏହି ବନ୍ଦ ସମୟରେ ସଂପୂର୍ଣ୍ଣ ବିଧାନସଭା ପରିସରକୁ ସାନିଟାଇଜ କରାଯିବ। ପଜିଟିଭ ଚିହ୍ନଟ ୫ କର୍ମଚାରୀ ଏବେ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି। ଏହାସହ ପଜିଟିଭ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀଙ୍କ ସ୍ୱାବ ଟେଷ୍ଟ କରାଯିବ ବୋଲି ଶ୍ରୀ ପାତ୍ର କହିଛନ୍ତି।

ସୂଚନାରୁ ପ୍ରକାଶ, ମହାମାରୀ ‘କରୋନା’ କାୟା ବିସ୍ତାର କରିବାରେ ଲାଗିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩୨୦ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ତେବେ ରାଜ୍ୟର ଚିତ୍ର ଦେଖିଲେ, ଆଜି ସୁଦ୍ଧା ଓଡ଼ିଶାରେ ୨୨୬୯୩ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୧୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୮୧୪୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୩୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story