Advertisment

ପୁରୀରେ ମିଳୁଛି ଭେଜାଲ ଅବଢ଼ା

ପୁରୀ ଲୋକନାଥରୋଡ୍‌ ଅନ୍ତର୍ଗତ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୀର୍ଘଦିନ ଧରି ଏହି ରାକେଟ ଚାଲିଥିବା ଅନୁମାନ କରାଯାଉଛି।

Advertisment

ଭକ୍ତଙ୍କ ବିଶ୍ୱାସ ସହିତ ସାଂଘାତିକ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ଲୁଚାଛପାରେ ପ୍ରସ୍ତୁତ ଓ ବିକ୍ରି ହେଉଛି ନକଲି ଅବଢ଼ା। ଶ୍ରୀମନ୍ଦିରରେ ଯେପରି କୁଡ଼ୁଆରେ ଅନ୍ନ, ଡାଲି, ବେସର, ମହୁର, ଖଟା ପ୍ରସ୍ତୁତ ହୁଏ ଏହାର ଅବିକଳ ନକଲ କରାଯାଇଛି। ଚୋରଘର ସର୍ବଦା ଅନ୍ଧାର ରୁହେନି, ଠିକ୍‌ ସେହିପରି ଆଜି ରୋଷେଇ ହୋଇ ବିକ୍ରି କରିବା ଉଦ୍ଦେଶ୍ୟରେ ପ୍ରସ୍ତୁତ ହୋଇଥିବା ଏହି ନକଲି ମହାପ୍ରସାଦ ଧରାପଡ଼ିଛି। ପୁରୀ ଲୋକନାଥରୋଡ୍‌ ଅନ୍ତର୍ଗତ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୀର୍ଘଦିନ ଧରି ଏହି ରାକେଟ ଚାଲିଥିବା ଅନୁମାନ କରାଯାଉଛି।

Advertisment
Odisha Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe