ରାଜଧାନୀରେ ହେଉଥିଲା ବିହାରୀ ସିଗାରେଟର ନକଲ, ମାଡ଼ି ବସିଲା ପୁଲିସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଭୁବନେଶ୍ୱର ଉପକଣ୍ଠ ଛତାବର ପଞ୍ଚାୟତ ଅଲକର ଗାଁରେ ଏକ ନକଲି ସିଗାରେଟ କମ୍ପାନୀକୁ ସିଜ କରିଛି ଇଣ୍ଟେଲିଜେନ୍ସ ବ୍ୟୁରୋ ଓ ପୁଲିସ । ଏଠାରେ ବିହାରର ଏକ ପ୍ରତିଷ୍ଠିତ ସିଗାରେଟ କମ୍ପାନୀ H-10 ନାଁରେ ଡୁପ୍ଲିକେଟ ସିଗାରେଟ ପ୍ରସ୍ତୁତ ହେଉଥିଲା । ଏହାବ୍ୟତୀତ ଅନ୍ୟ ଏକ ସିଗାରେଟକୁ ଏସ-ଷ୍ଟାର ନାମରେ ପ୍ରସ୍ତୁତ କରାଯାଉଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅଧିକାରୀଙ୍କ କହିବା ଅନୁଯାୟୀ, H-10  ହେଉଛି ବିହାରର ଏକ ପ୍ରତିଷ୍ଠିତ ସିଗାରେଟ କମ୍ପାନୀ । ତା’ […]

pic

pic

Niharika Rout
  • Published: Tuesday, 06 December 2022
  • Updated: 06 December 2022, 09:46 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଭୁବନେଶ୍ୱର ଉପକଣ୍ଠ ଛତାବର ପଞ୍ଚାୟତ ଅଲକର ଗାଁରେ ଏକ ନକଲି ସିଗାରେଟ କମ୍ପାନୀକୁ ସିଜ କରିଛି ଇଣ୍ଟେଲିଜେନ୍ସ ବ୍ୟୁରୋ ଓ ପୁଲିସ । ଏଠାରେ ବିହାରର ଏକ ପ୍ରତିଷ୍ଠିତ ସିଗାରେଟ କମ୍ପାନୀ H-10 ନାଁରେ ଡୁପ୍ଲିକେଟ ସିଗାରେଟ ପ୍ରସ୍ତୁତ ହେଉଥିଲା । ଏହାବ୍ୟତୀତ ଅନ୍ୟ ଏକ ସିଗାରେଟକୁ ଏସ-ଷ୍ଟାର ନାମରେ ପ୍ରସ୍ତୁତ କରାଯାଉଥିଲା ।

ଇଣ୍ଟେଲିଜେନ୍ସ ବ୍ୟୁରୋ ଅଧିକାରୀଙ୍କ କହିବା ଅନୁଯାୟୀ, H-10  ହେଉଛି ବିହାରର ଏକ ପ୍ରତିଷ୍ଠିତ ସିଗାରେଟ କମ୍ପାନୀ । ତା’ ନାଁରେ ଏଠାରେ ପ୍ରସ୍ତୁତ ହେଉଥିଲା ଡୁପ୍ଲିକେଟ ସାମଗ୍ରୀ । ଯାହାକୁ ନେଇ ଆଇବିରେ ଅଭିଯୋଗ କରିଥିଲେ ମାଲିକ  ।

[caption id="attachment_787058" align="aligncenter" width="650"]raid ନକଲି ସିଗେରାଟ ଫ୍ୟାକ୍ଟ୍ରି ଉପରେ ପୁଲିସ୍‌ ଚଢ଼ାଉ କରୁଛି।[/caption]

ଜବତ ସମୟରେ ଲକ୍ଷାଧିକ ଟଙ୍କାର ସିଗାରେଟ ଆଉ ଗୁଟଖା ଜବତ କରିଛି  ପୁଲିସ୍‌ । ଏହି ବ୍ୟବସାୟ ଚଳାଇଥିଲେ ଗଞ୍ଜାମ ଜିଲ୍ଲାର ରାଜା ରାଓ  । ହେଲେ ରାଜା ରାଓ ନିଜକୁ ନିର୍ଦ୍ଦୋଷ ବୋଲି କହିବା ସହ ତାଙ୍କୁ ଆକ୍ରୋଶମୂଳକ ଭାବେ ଫସାଯାଉଥିବା ଅଭିଯୋଗ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story