ନୟାଗଡ଼(ଓଡ଼ିଶା ରିପୋର୍ଟର) ନୟାଗଡ଼ ସହରରୁ ଏକ ନକଲି ଟଙ୍କା ଛପା କାରଖାନା ଠାବ। ନକଲି ଟଙ୍କା ଦେଇ ଗାଡ଼ି କିଣିବା ଉଦ୍ୟମ ବେଳେ ଧରିଲା ପୋଲିସ୍। ଶୋ ରୁମ୍ରେ ୧.୨୫ ଲକ୍ଷର ୨ ଯୁବକ ନକଲି ନୋଟ୍ ଦେଇଥିଲେ। ସନ୍ଦେହ ହେବାରୁ ପୋଲିସ୍କୁ ଖବର ଦେଇଥିଲେ ସୋରୁମ୍ ମାଲିକ।
ତେବେ ଟଙ୍କା ନକଲି ଜଣାପଡ଼ିବାରୁ ପୋଲିସ୍ ୨ ଜଣଙ୍କୁ ଥାନାକୁ ନେଇଥିଲା। ୨ ଜଣଙ୍କ ମଧ୍ୟରୁ ଜଣେ ନକଲି ଟଙ୍କା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ନକଲି ଟଙ୍କା ପ୍ରସ୍ତୁତ କରୁଥିବା ବ୍ୟକ୍ତିଙ୍କ ଘର ଖଣ୍ଡପଡ଼ା ଥାନା କୋସ୍କାରେ ବୋଲି ଜମାପଡ଼ିଛି।
ନୟାଗଡ଼ରେ ଘରଭଡ଼ା ନେଇ ନକଲି ଟଙ୍କା ତିଆରି କରୁଥିଲେ। ଭଡ଼ା ଘରୁ ଲାପ୍ଟପ୍, କମ୍ପ୍ୟୁଟର, ପ୍ରିଣ୍ଟର, ନୋଟ୍ କାଗଜ ଜବତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।