ନୟାଗଡ଼ରେ ନକଲି ଟଙ୍କା ଛପା କାରଖାନା

ନୟାଗଡ଼(ଓଡ଼ିଶା ରିପୋର୍ଟର) ନୟାଗଡ଼ ସହରରୁ ଏକ ନକଲି ଟଙ୍କା ଛପା କାରଖାନା ଠାବ। ନକଲି ଟଙ୍କା ଦେଇ ଗାଡ଼ି କିଣିବା ଉଦ୍ୟମ ବେଳେ ଧରିଲା ପୋଲିସ୍। ଶୋ ରୁମ୍‌ରେ ୧.୨୫ ଲକ୍ଷର ୨ ଯୁବକ ନକଲି ନୋଟ୍ ଦେଇଥିଲେ। ସନ୍ଦେହ ହେବାରୁ ପୋଲିସ୍‌କୁ ଖବର ଦେଇଥିଲେ ସୋରୁମ୍ ମାଲିକ। ତେବେ ଟଙ୍କା ନକଲି ଜଣାପଡ଼ିବାରୁ ପୋଲିସ୍ ୨ ଜଣଙ୍କୁ ଥାନାକୁ ନେଇଥିଲା। ୨ ଜଣଙ୍କ ମଧ୍ୟରୁ ଜଣେ ନକଲି ଟଙ୍କା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ନକଲି […]

h65

h65

Tapas Behera
  • Published: Tuesday, 20 October 2020
  • Updated: 20 October 2020, 08:00 PM IST

Sports

Latest News

ନୟାଗଡ଼(ଓଡ଼ିଶା ରିପୋର୍ଟର) ନୟାଗଡ଼ ସହରରୁ ଏକ ନକଲି ଟଙ୍କା ଛପା କାରଖାନା ଠାବ। ନକଲି ଟଙ୍କା ଦେଇ ଗାଡ଼ି କିଣିବା ଉଦ୍ୟମ ବେଳେ ଧରିଲା ପୋଲିସ୍। ଶୋ ରୁମ୍‌ରେ ୧.୨୫ ଲକ୍ଷର ୨ ଯୁବକ ନକଲି ନୋଟ୍ ଦେଇଥିଲେ। ସନ୍ଦେହ ହେବାରୁ ପୋଲିସ୍‌କୁ ଖବର ଦେଇଥିଲେ ସୋରୁମ୍ ମାଲିକ।

ତେବେ ଟଙ୍କା ନକଲି ଜଣାପଡ଼ିବାରୁ ପୋଲିସ୍ ୨ ଜଣଙ୍କୁ ଥାନାକୁ ନେଇଥିଲା। ୨ ଜଣଙ୍କ ମଧ୍ୟରୁ ଜଣେ ନକଲି ଟଙ୍କା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ନକଲି ଟଙ୍କା ପ୍ରସ୍ତୁତ କରୁଥିବା ବ୍ୟକ୍ତିଙ୍କ ଘର ଖଣ୍ଡପଡ଼ା ଥାନା କୋସ୍କାରେ ବୋଲି ଜମାପଡ଼ିଛି।

ନୟାଗଡ଼ରେ ଘରଭଡ଼ା ନେଇ ନକଲି ଟଙ୍କା ତିଆରି କରୁଥିଲେ। ଭଡ଼ା ଘରୁ ଲାପ୍‌ଟପ୍, କମ୍ପ୍ୟୁଟର, ପ୍ରିଣ୍ଟର, ନୋଟ୍ କାଗଜ ଜବତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story