ଆଜି ମହାଷ୍ଟମୀ; ଚଣ୍ଡୀପାଠରେ କମ୍ପୁଛି ପରିବେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା।  କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି।  ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ।  ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ କମ୍ପୁଛି ପରିବେଶ। ସକାଳୁ ଆରମ୍ଭ ହୋଇଛି ଜଗତଜନନୀଙ୍କ ମହାଷ୍ଟମୀ ପୂଜା। ହେଲେ ଚର୍ମଚକ୍ଷୁରେ ଦର୍ଶନ କରିପାରୁନି ଭକ୍ତ। କୋଭିଡ କଟକଣା ସାଜିଛି  ବାଧକ।  ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ୍ […]

DURGA_PUJA_

DURGA_PUJA_

Tapaswini Nayak
  • Published: Wednesday, 13 October 2021
  • Updated: 13 October 2021, 09:11 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା।  କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି।  ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ।  ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ କମ୍ପୁଛି ପରିବେଶ।

ସକାଳୁ ଆରମ୍ଭ ହୋଇଛି ଜଗତଜନନୀଙ୍କ ମହାଷ୍ଟମୀ ପୂଜା। ହେଲେ ଚର୍ମଚକ୍ଷୁରେ ଦର୍ଶନ କରିପାରୁନି ଭକ୍ତ। କୋଭିଡ କଟକଣା ସାଜିଛି  ବାଧକ।  ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ୍ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି।

ସେପଟେ ଦେବୀ ପୀଠଗୁଡିକରେ ଆଜି ମା’ଙ୍କ ନବମୀ ପୂଜା ହେଉଛି । କଟକ ଜିଲ୍ଲା ଜଗତସିଂହପୁର ସ୍ଥିତ  ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ କରାଯାଇଛି।  ଗତକାଲିଠୁ ୧୪ ତାରିଖ ଯାଏ ପୀଠ ଓ ଏହାର ଚତୁଃପାର୍ଶ୍ୱରେ ଏହି କଟକଣା ଲାଗୁ କରାଯାଇଛି।  କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ଏହି ପଦକ୍ଷେପ ନିଆଯାଇଛି।

ପ୍ରଶାସନର କଟକଣା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ସମ୍ପୂର୍ଣ୍ଣ ଫିକା ହୋଇଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story