ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାର ଦେବେ ଦେଢ଼ କୋଟି ଟଙ୍କା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଏସିଆନ୍ ଗେମ୍ସରେ ୧୦୦ ମିଟର ଦୌଡ଼ରେ ରୌପ୍ୟ ପଦକ ଜିତିଥିବା ଦୂତୀ ଚାନ୍ଦଙ୍କ ପାଇଁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କୁ ପୁରସ୍କାର ବାବଦକୁ ଦେଢ଼ କୋଟି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଘୋଷଣା କରିଛନ୍ତି। ୨୦ ବର୍ଷ ପରେ ୧୦୦ ମିଟର ଦୌଡ଼ରେ ଦେଶ ପାଇଁ ଏହି ଗୌରବ ଆଣିଛନ୍ତି ଦୂତୀ। ତା’ପୂର୍ବରୁ ୧୯୯୮ ଏସିଆନ୍ ଗେମ୍‌ସରେ ଓଡ଼ିଆ ଆଥ୍‌ଲେଟ୍ ରଚିତା ପଣ୍ଡା ମିସ୍ତ୍ରୀ ଏହି […]

dutee

dutee

Jitendra Garnayak
  • Published: Monday, 27 August 2018
  • Updated: 27 August 2018, 08:27 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଏସିଆନ୍ ଗେମ୍ସରେ ୧୦୦ ମିଟର ଦୌଡ଼ରେ ରୌପ୍ୟ ପଦକ ଜିତିଥିବା ଦୂତୀ ଚାନ୍ଦଙ୍କ ପାଇଁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କୁ ପୁରସ୍କାର ବାବଦକୁ ଦେଢ଼ କୋଟି ଟଙ୍କା ଦିଆଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଘୋଷଣା କରିଛନ୍ତି।

odisha୨୦ ବର୍ଷ ପରେ ୧୦୦ ମିଟର ଦୌଡ଼ରେ ଦେଶ ପାଇଁ ଏହି ଗୌରବ ଆଣିଛନ୍ତି ଦୂତୀ। ତା’ପୂର୍ବରୁ ୧୯୯୮ ଏସିଆନ୍ ଗେମ୍‌ସରେ ଓଡ଼ିଆ ଆଥ୍‌ଲେଟ୍ ରଚିତା ପଣ୍ଡା ମିସ୍ତ୍ରୀ ଏହି ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story