୧୦ ଜିଲ୍ଲାରେ ଇ-ଆଇସିୟୁ ବ୍ୟବସ୍ଥା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱାସ୍ଥ୍ୟସେବାର ଉନ୍ନତି ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦିନିକିଆ ଇ-ଆଇସିୟୁ କର୍ମଶାଳାରେ ଏହି ସୂଚନା ଦିଆଯାଇଛି। ଜିଲ୍ଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍‍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସହିତ ସଂଯୋଗ କରାଯାଇ ପାରିବ। ସି-ଡାକ ଓ ଡିସିଏଲ୍‍ ସଫ୍ଟୱେର ଦ୍ୱାରା ଅନୁବନ୍ଧିତ ଏହି କାର୍ଯ୍ୟକ୍ରମରେ […]

healthcare

healthcare

Manoranjan Sial
  • Published: Friday, 30 August 2019
  • Updated: 30 August 2019, 09:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱାସ୍ଥ୍ୟସେବାର ଉନ୍ନତି ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦିନିକିଆ ଇ-ଆଇସିୟୁ କର୍ମଶାଳାରେ ଏହି ସୂଚନା ଦିଆଯାଇଛି।

ଜିଲ୍ଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍‍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସହିତ ସଂଯୋଗ କରାଯାଇ ପାରିବ। ସି-ଡାକ ଓ ଡିସିଏଲ୍‍ ସଫ୍ଟୱେର ଦ୍ୱାରା ଅନୁବନ୍ଧିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର ୧୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁକୁ ସଂଯୋଗ କରାଯିବ। ଏହି ଜିଲ୍ଲା ଗୁଡ଼ିକୁ ହେଉଛି କଳାହାଣ୍ଡି, ପୁରୀ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗିର, ନୂଆପଡ଼ା, ବାରିପଦା, ବାଲେଶ୍ୱର ଓ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ। ଏହି ଆଇସିୟୁଗୁଡିକୁ ଏସ୍‍ସିବି କଟକର ଟେଲି ମେଡିସିନ କେନ୍ଦ୍ର ସହିତ ସଂଯୋଗ କରାଯିବ। ଫଳରେ ଏହି ଜିଲ୍ଲାସ୍ତରୀୟ ଆସିୟୁରେ ଚିକିତ୍ସିତ ଗୁରୁତର ରୋଗୀମାନଙ୍କର ଚିକିତ୍ସା ଓ ରେଫରାଲରେ ମଧ୍ୟ ସୁବିଧା ହେବା ଏହି ଇ-ଆଇସିୟୁ ଯୋଜନା ଦ୍ୱାରା ରେଫରାଲ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ଆସିବ ଏବଂ ରୋଗୀଙ୍କର ଚିକିତ୍ସା ସ୍ଥାନରେ ହିଁ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଲବ୍ଧ କରାଯାଇ ପାରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story