ଗଞ୍ଜାମ(ଓଡ଼ିଶା ରିପୋର୍ଟର): ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗଞ୍ଜାମର ପାତ୍ରପୁରରେ ଓ ଗଜପତିର ମୋହନାରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ଥିଲା ୩.୮।
ଗଞ୍ଜାମର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡିରେ ଓ ଗଜପତିର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ବି ଏହି ଝଟକା ଅନୁଭୂତ ହୋଇଥିଲା। ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪ ସେକେଣ୍ଡରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ଭୟରେ ଲୋକେ ଘରୁ ବାହାରି ଆସିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସହିହେଲାନି ପୁଅବୋହୂଙ୍କ ନିର୍ଯାତନା; ଗୁହାଳରେ ଝୁଲି ପଡ଼ିଲେ ବୃଦ୍ଧ
ମୃତଦେହ ନିକଟରୁ ପୁଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ଯେଉଁଥିରେ ବୃଦ୍ଧ ଲେଖିଛନ୍ତି ଅନେକ କଥା।
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।