ରାୟଗଡ଼ା ଜିଲ୍ଲାରେ ମୃଦୁ ଭୂକମ୍ପ

ରାୟଗଡ଼ା(ମନୋଜ ପାତ୍ର): ଆଜି ଭୋରରୁ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୨ ଥିବା ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି । ତେବେ ଭୂକମ୍ପ ଯୋଗୁ ଧନଜୀବନ ହାନୀ ହୋଇଥିବାର କୌଣସି ସୂଚନା ମିଳିପାରିନି। ଭୋରରୁ ଲୋକେ ଶୋଇଥିବା ବେଳେ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକ ଏହାର ଝଟକା ଅନୁଭବ କରିପାରିନଥିଲେ । ତଥାପି କିଛି ଲୋକ ମୃଦୁ ଭୂକମ୍ପ ଅନୁଭବ କରିପାରି […]

earthquack

earthquack

Niharika Rout
  • Published: Thursday, 15 April 2021
  • Updated: 15 April 2021, 10:36 AM IST

Sports

Latest News

ରାୟଗଡ଼ା(ମନୋଜ ପାତ୍ର): ଆଜି ଭୋରରୁ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୨ ଥିବା ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି । ତେବେ ଭୂକମ୍ପ ଯୋଗୁ ଧନଜୀବନ ହାନୀ ହୋଇଥିବାର କୌଣସି ସୂଚନା ମିଳିପାରିନି।

ଭୋରରୁ ଲୋକେ ଶୋଇଥିବା ବେଳେ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକ ଏହାର ଝଟକା ଅନୁଭବ କରିପାରିନଥିଲେ । ତଥାପି କିଛି ଲୋକ ମୃଦୁ ଭୂକମ୍ପ ଅନୁଭବ କରିପାରି ଭୟଭୀତ ହୋଇପଡିଥିବା ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story