ମାଲକାନଗିରିରେ ମୃଦୁ ଭୂମିକମ୍ପ

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ସ୍ଥାନୀୟ ନାୟକଗୁଡ଼ାରୁ କୋରକୋଣ୍ଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ଝଟକା ହୋଇଥିବା ଜଣାପଡ଼ିଛି। ଭୂମିକମ୍ପର କେନ୍ଦ୍ର ଛତିଶଗଡ଼ର ଦକ୍ଷିଣ-ପଶ୍ଚିମ ଜଗଦଲପୁର ଅଞ୍ଚଳରେ ବୋଲି ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ଥିବା ମାଲକାନଗିରି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଆଜି ଦିନ ୧୧ଟା ୧୫ ମିନିଟ୍‌ ସମୟରେ ଦୁଇ ଥର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଏଥିଯୋଗୁ କିଛି ଘରର କାନ୍ଥ ଫାଟି ଯାଇଛି। […]

earth-pp00000099999999

earth-pp00000099999999

Tapaswini Nayak
  • Published: Saturday, 21 March 2020
  • Updated: 21 March 2020, 12:18 PM IST

Sports

Latest News

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ସ୍ଥାନୀୟ ନାୟକଗୁଡ଼ାରୁ କୋରକୋଣ୍ଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ଝଟକା ହୋଇଥିବା ଜଣାପଡ଼ିଛି। ଭୂମିକମ୍ପର କେନ୍ଦ୍ର ଛତିଶଗଡ଼ର ଦକ୍ଷିଣ-ପଶ୍ଚିମ ଜଗଦଲପୁର ଅଞ୍ଚଳରେ ବୋଲି ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ଥିବା ମାଲକାନଗିରି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଆଜି ଦିନ ୧୧ଟା ୧୫ ମିନିଟ୍‌ ସମୟରେ ଦୁଇ ଥର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଏଥିଯୋଗୁ କିଛି ଘରର କାନ୍ଥ ଫାଟି ଯାଇଛି। ଭୂମିକମ୍ପ ଅନୁଭୂତ ହେବା ସମୟରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story