ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, କୁଚିଣ୍ଡା ଓ ବଣାଇରେ କିଛି ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା। ସେହିପରି ରାଉରକେଲା ଓ ଦେବଗଡ଼ରେ ମଧ୍ୟ ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିବା ଦେଖିବାକୁ ମିଳିଛି। ମାତ୍ର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।
Events & Festivals
ଆଜି ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।