ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, କୁଚିଣ୍ଡା ଓ ବଣାଇରେ କିଛି ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା। ସେହିପରି ରାଉରକେଲା ଓ ଦେବଗଡ଼ରେ ମଧ୍ୟ ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିବା ଦେଖିବାକୁ ମିଳିଛି।  ମାତ୍ର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରି ନାହିଁ।

Earthquake

Manoranjan Sial
  • Published: Wednesday, 19 June 2019
  • , Updated: 19 June 2019, 07:32 PM IST

Related story