ଭୁବନେଶ୍ୱର(ଓଡ଼ିଶଶ ରିପୋର୍ଟର): ଜୁନ୍ ୧ରୁ ଇଷ୍ଟକୋଷ୍ଟ ପକ୍ଷରୁ ୧୨ ଯୋଡ଼ା ଟ୍ରେନ ଚାଲିବ । ଇଷ୍ଟକୋଷ୍ଟ ପକ୍ଷରୁ ଟ୍ରେନ୍ଗୁଡ଼ିକର ନାଁ ପ୍ରକାଶ କରାଯାଇଛି । ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ, ଭୁବନେଶ୍ୱର-ହାୱଡା ଜନଶତାବ୍ଦୀ ଏକ୍ସପ୍ରେସ, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସ ଏବଂ ପୁରୀ-ସିଆଲଦା ଦୁରନ୍ତ ଏକ୍ସପ୍ରେସ ଆସନ୍ତା ୧ ତାରିଖରୁ ଗଡ଼ିବ ।
ଏହାବ୍ୟତୀତ ବିଶାଖାପାଟଣା-ନୂଆଦିଲ୍ଲୀ ଆନ୍ଧ୍ରପ୍ରଦେଶ ଏକ୍ସପ୍ରେସ, ସିକନ୍ଦରାବାଦ-ବିଶାଖାପାଟଣା ଗୋଦାବରୀ ଏକ୍ସପ୍ରେସ, ହାୱ ଡ଼ା-ସିକନ୍ଦରାବାଦ ଫାଲକନାମା ଏକ୍ସପ୍ରେସ, ଧାନବାଦ-ଆଲେପି ଏକ୍ସପ୍ରେସ, ହାୱଡା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ ମଧ୍ୟ ଟ୍ରେନ୍ ଚାଲିବ । ସେହିପରି ହାୱଡା- ମୁମ୍ବାଇ, ହାୱଡା-ଅହମ୍ମଦାବାଦ ଓ ହାୱଡାରୁ ବଡ଼ବିଲ ଏକ୍ସପ୍ରେସ ଚାଲିବା ନେଇ ଇଷ୍ଟକୋଷ୍ଟ ରେଲଓ୍ୱ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।