କୁଆରମୁଣ୍ଡାରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଅର୍ଥନୈତିକ ଅବରୋଧ

ରାଉରକେଲା(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡାରେ ଅନିର୍ଦ୍ଦିଷ୍ଟକାଳ ଲାଗି ଅର୍ଥନୈତିକ ଅବରୋଧ ଡାକରା ଦିଆଯାଇଛି। କୁଆରମୁଣ୍ଡା ନାଗରିକ କମିଟି ପକ୍ଷରୁ ଏହି ଅବରୋଧ ଡାକରା ଦିଆଯାଇଛି।  ସ୍ପଞ୍ଜ ଆଇରନ କାରଖାନା ଯୋଗୁଁ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ କରି ବନ୍ଦ ଡାକରା ଦିଆଯାଇଛି। କାରଖାନା ଆଗରେ ଧାରଣା ଦେଉଛନ୍ତି ନାଗରିକ କମିଟିର କର୍ମକର୍ତ୍ତା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।