ହନିଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗଙ୍କ ଆଲିସାନ୍‌ କୋଠା ଆଟାଚ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହନିଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗଙ୍କ ଆଲିସାନ୍‌ କୋଠା ଆଟାଚ୍‌। ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଆଲିସାନ କୋଠାକୁ ଆଜି ଇଡି ଆଟାଚ୍‌ କରିଛି। କୋଠାର ମୂଲ୍ୟ ପ୍ରାୟ ୩ କୋଟି ୪୦ ଲକ୍ଷ ହେବ ବୋଲି ଆକଳନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। କିଛି ଦିନ ତଳେ ଇଡି ସେହି କୋଠାକୁ ଯାଇ ମାପଚୁପ କରିଥିଲା। ଏହାପୂର୍ବରୁ ଅର୍ଚ୍ଚନା, ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱରର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଇଡି ନୋଟିସ୍ […]

Archana-Nag

Archana-Nag

Manoranjan Sial
  • Published: Monday, 09 January 2023
  • Updated: 09 January 2023, 08:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହନିଟ୍ରାପ୍‌ କୁଇନ୍‌ ଅର୍ଚ୍ଚନା ନାଗଙ୍କ ଆଲିସାନ୍‌ କୋଠା ଆଟାଚ୍‌। ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଆଲିସାନ କୋଠାକୁ ଆଜି ଇଡି ଆଟାଚ୍‌ କରିଛି। କୋଠାର ମୂଲ୍ୟ ପ୍ରାୟ ୩ କୋଟି ୪୦ ଲକ୍ଷ ହେବ ବୋଲି ଆକଳନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। କିଛି ଦିନ ତଳେ ଇଡି ସେହି କୋଠାକୁ ଯାଇ ମାପଚୁପ କରିଥିଲା।

ଏହାପୂର୍ବରୁ ଅର୍ଚ୍ଚନା, ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱରର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଇଡି ନୋଟିସ୍ କରିଥିଲା। ଜବତ ହୋଇଥିବା ସମ୍ପତ୍ତି କାହିଁକି ବାଜ୍ୟାପ୍ତି ନହେବ, ତାହା ଜଣାଇବାକୁ କାରଣ ଦର୍ଶାଅ ନୋଟିସ କରିଥିଲା ED। ଯାହାର ଶୁଣାଣି ଆସନ୍ତା ୧୩ ତାରିଖରେ ହେବ।

ସେପଟେ ଆଜି ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍‌ ମାମଲାରେ ଭୁବନେଶ୍ୱର ସେସନ୍ସ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଛି ଇଡି। ମୋଟ ୨ ହଜାର ୨୪୧ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ ହୋଇଛି। ଅର୍ଚ୍ଚନା ନାଗ, ସ୍ୱାମୀ ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ୱର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରା ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଛି। ମୋଟ ୧୫ ଜଣ ସାକ୍ଷୀଙ୍କ ବୟାନ ଚାର୍ଜସିଟରେ ରହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏହା ପ୍ରାଥମିକ ଚାର୍ଜସିଟ୍ ହୋଇଥିବା ବେଳେ ତଦନ୍ତକୁ ଓପନ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story