ଦମ୍ପତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ତଦନ୍ତ କରିବ ଇଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଗିରଫ ଦମ୍ପତି ତଥା ଓପେପା ଅଧିକାରୀ ଓ ତହସିଲଦାରଙ୍କ ମାମଲାର ତଦନ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଓପେପା ଅଧିକାରୀ ନଳିନୀ ପୃଷ୍ଟି ଓ ତହସିଲଦାର ବିଜୟ କେତନ ସାହୁଙ୍କ ନାଁରେ ୭ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରହିଛି। ମନି ଲଣ୍ଡରିଂ ଆକ୍ଟ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହି ମାମଲାର ତଦନ୍ତ କରିବ ବୋଲି ସୂଚନା ମିଳିଛି। କିଛିମାସ ତଳେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଭୟଙ୍କୁ ଭିଜିଲାନ୍ସ ସେଲ୍‌ ଗିରଫ କରିଥିଲା। ଭିଜିଲାନ୍ସ ଅଧିକାରୀମାନେ ନଳିନୀଙ୍କ ସମ୍ପତ୍ତିର ଖୋଳତାଡ଼ କରୁ କରୁ ତାଙ୍କ ସ୍ୱାମୀ ତଥା ସେତେବେଳର […]

ed

ed

Rakesh Mallick
  • Published: Tuesday, 22 January 2019
  • Updated: 22 January 2019, 10:34 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଗିରଫ ଦମ୍ପତି ତଥା ଓପେପା ଅଧିକାରୀ ଓ ତହସିଲଦାରଙ୍କ ମାମଲାର ତଦନ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଓପେପା ଅଧିକାରୀ ନଳିନୀ ପୃଷ୍ଟି ଓ ତହସିଲଦାର ବିଜୟ କେତନ ସାହୁଙ୍କ ନାଁରେ ୭ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରହିଛି।

ମନି ଲଣ୍ଡରିଂ ଆକ୍ଟ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହି ମାମଲାର ତଦନ୍ତ କରିବ ବୋଲି ସୂଚନା ମିଳିଛି।

କିଛିମାସ ତଳେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଭୟଙ୍କୁ ଭିଜିଲାନ୍ସ ସେଲ୍‌ ଗିରଫ କରିଥିଲା। ଭିଜିଲାନ୍ସ ଅଧିକାରୀମାନେ ନଳିନୀଙ୍କ ସମ୍ପତ୍ତିର ଖୋଳତାଡ଼ କରୁ କରୁ ତାଙ୍କ ସ୍ୱାମୀ ତଥା ସେତେବେଳର ତହସିଲଦାର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିଲେ।

https://youtu.be/ZHohSzcnO9s

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos