ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରତିବାଦ ପରେ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି ଜଣାଇଛନ୍ତି।
ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ସରକାରଙ୍କ ନିଷ୍ପତ୍ତିକୁ ନେଇଥିଲେ। ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ସିଟ୍ ୨୦ ପ୍ରତିଶତରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି ପରେ ଘରୋଇ ଶିକ୍ଷାନୁଷ୍ଠାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହା କରାଯାଇଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ଛାତ୍ରଛାତ୍ରୀ ଓ ଶିକ୍ଷାବିତମାନେ ନାପସନ୍ଦ କରିଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କ୍ୱାର୍ଟର୍ସ ଉପରକୁ ଟମାଟୋ ମାଡ଼ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।