ପ୍ରତିବାଦ ପରେ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରତିବାଦ ପରେ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ସେଲ୍‌ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍‌ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି ଜଣାଇଛନ୍ତି। ସେଲ୍‌ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ସରକାରଙ୍କ ନିଷ୍ପତ୍ତିକୁ ନେଇଥିଲେ। ସେଲ୍‌ଫ ଫାଇନାନ୍ସିଂ କୋର୍ସ ପାଇଁ ସିଟ୍ ୨୦ ପ୍ରତିଶତରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି […]

engering-students

engering-students

Manoranjan Sial
  • Published: Monday, 18 April 2022
  • Updated: 18 April 2022, 03:48 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରତିବାଦ ପରେ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ସେଲ୍‌ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍‌ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି ଜଣାଇଛନ୍ତି।

ସେଲ୍‌ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ସରକାରଙ୍କ ନିଷ୍ପତ୍ତିକୁ ନେଇଥିଲେ। ସେଲ୍‌ଫ ଫାଇନାନ୍ସିଂ କୋର୍ସ ପାଇଁ ସିଟ୍ ୨୦ ପ୍ରତିଶତରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି ପରେ ଘରୋଇ ଶିକ୍ଷାନୁଷ୍ଠାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହା କରାଯାଇଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାରଙ୍କ ଏପରି ନିଷ୍ପତ୍ତିକୁ ଛାତ୍ରଛାତ୍ରୀ ଓ ଶିକ୍ଷାବିତମାନେ ନାପସନ୍ଦ କରିଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କ କ୍ୱାର୍ଟର୍ସ ଉପରକୁ ଟମାଟୋ ମାଡ଼ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story