ମନ୍ତ୍ରୀ କହିଲେ- ଏଥର ମ୍ୟାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ ହେଲେ ଛାଡ଼ିବୁନି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଥର ମ୍ୟାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ୍ ହେଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଂପୃକ୍ତ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏଥର ପ୍ରଶ୍ନପତ୍ର ଭାଇରାଲ୍‌ ନହେବା ପାଇଁ କୋଡିଂ ବ୍ୟବସ୍ଥା କରାଯାଇଛି। ତେଣୁ ଏଥର ପ୍ରଶ୍ନପତ୍ର ଭାଇରାଲ ହେବନି ବୋଲି ମନ୍ତ୍ରୀ ଆଶା ରଖିଛନ୍ତି। ଚଳିତବର୍ଷ ମ୍ୟାଟ୍ରିକ୍‌ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ […]

education-minister-say,-matic-exam-will-strict

Manoranjan Sial
  • Published: Thursday, 06 February 2020
  • Updated: 06 February 2020, 04:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଥର ମ୍ୟାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ୍ ହେଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଂପୃକ୍ତ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏଥର ପ୍ରଶ୍ନପତ୍ର ଭାଇରାଲ୍‌ ନହେବା ପାଇଁ କୋଡିଂ ବ୍ୟବସ୍ଥା କରାଯାଇଛି। ତେଣୁ ଏଥର ପ୍ରଶ୍ନପତ୍ର ଭାଇରାଲ ହେବନି ବୋଲି ମନ୍ତ୍ରୀ ଆଶା ରଖିଛନ୍ତି।

ଚଳିତବର୍ଷ ମ୍ୟାଟ୍ରିକ୍‌ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ଏଥର ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରଛାତ୍ରୀ ୨,୮୮୮ଟି କେନ୍ଦ୍ରରେ ପରୀକ୍ଷା ଦେବେ। ଏଥିପାଇଁ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି। ୨୨ଟି ପୁଲିସ୍‌ ଷ୍ଟେସନକୁ ମଧ୍ୟ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ନିଆଯାଇଛି।

ସମ୍ବେଦନଶୀଳ ୧୦୦୦ କେନ୍ଦ୍ରରେ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ଗ୍ରହଣ କରାଯିବ।

ଏବେ ପ୍ରଶ୍ନପତ୍ର ଛପା ଓ ପ୍ୟାକିଂ କାର୍ଯ୍ୟ ଚାଲିଛି। ଆସନ୍ତା ୮ ତାରିଖରେ OMR ଉପସ୍ଥାନ ସିଟ୍ ଓ ଆଡମିଟ୍ କାର୍ଡ ସ୍କୁଲକୁ ପଠାଯିବ। ତେବେ ଏହାର ପୂର୍ବଦିନ ଅର୍ଥାତ୍ ୭ରେ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହେବ। ପରୀକ୍ଷା ସୁପରିଚାଳନା ପାଇଁ ପୁଲିସ୍ ଡିଜି, RDC, ସମସ୍ତ ଜିଲ୍ଲାପାଳ ଓ ସମସ୍ତ ଏସ୍ପିଙ୍କ ସହାୟତା ମାଗିଛି ବୋର୍ଡ।

ମ୍ୟାଟ୍ରିକ୍‌ ପରୀକ୍ଷାକୁ ତ୍ରୁଟିଶୂନ୍ୟ ଭାବେ କରିବା ପାଇଁ ଗତବର୍ଷ ବହୁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହା ସତ୍ତ୍ୱେ ପ୍ରଶ୍ନପତ୍ର ଭାଇରାଲ୍‌ ହୋଇଥିଲା। ବାରଣ ସତ୍ତ୍ୱେ ନୀରିକ୍ଷକମାନେ ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍‌ ନେଇଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପରୀକ୍ଷାରେ ନାନା ବିଭ୍ରାଟ୍‌ ଦେଖାଦେଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story