ଉମରକୋଟ (ଓଡ଼ିଶା ରିପୋର୍ଟର): ଜାତି ଓ ଜନଜାତି ମନ୍ତ୍ରୀ ରମେଶ ମାଝୀ ଓ ନବରଙ୍ଗପୁର ଲୋକସଭା ସାଂସଦ ବଳଭଦ୍ର ମାଝୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ ହୋଇଥିବା ଅଭିଯୋଗ ହୋଇଛି। ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଏକ କମ୍ୟୁନିଟି ସେଣ୍ଟର ଉଦ୍ଘାଟନ ପାଇଁ ଉଭୟ ଉମରକୋଟ ବ୍ଲକ୍ ମୁଣ୍ଡିଗୁଡା ଗାଁକୁ ଯାଉଥିଲେ। ତେବେ ଗାଁରେ ପଶିବା ପୂର୍ବରୁ ମନ୍ତ୍ରୀ ଓ ସାଂସଦଙ୍କ ଗାଡ଼ିକୁ ଲକ୍ଷ୍ୟ କରି କିଛି କଂଗ୍ରେସ କର୍ମୀ ଅଣ୍ଡା ମାଡ଼ କରିଥିଲେ।
ଏହି ଘଟଣାରେ ପୁଲିସ ୩ ଜଣ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି। ସେପଟେ ଅଣ୍ଡାମାଡ଼ କରିଥିବା କଂଗ୍ରେସ କର୍ମୀଙ୍କୁ ବିଜେଡି କର୍ମୀମାନେ ପିଟିଥିବା ଅଭିଯୋଗ ମଧ୍ୟ ହୋଇଛି। ନେଉରା ପଞ୍ଚାୟତର ସରପଞ୍ଚ, ଓ୍ୱାର୍ଡ ମେମ୍ବରଙ୍କୁ କୌଣସି ସୂଚନା ନଦେଇ ମନ୍ତ୍ରୀ ଏଭଳି କାର୍ଯ୍ୟକ୍ରମ କରୁଥିବାରୁ ଅଣ୍ଡାମାଡ଼ କରିଥିବା କଂଗ୍ରେସ ସମର୍ଥକ କହିଛନ୍ତି।
ତେବେ ଏନେଇ ମନ୍ତ୍ରୀ କିମ୍ବା ସାଂସଦଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।
https://youtu.be/GqE__2cPc2c
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।