ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ଆସିଛି ଇଜିପ୍ଟ ପିଆଜ। ସାରା ଦେଶରେ ଏବେ ପିଆଜ ଦର ଅହେତୁକ ବଢ଼ିବା ପରେ ଇଜିପ୍ଟରୁ ପିଆଜକୁ ଆମଦାନୀ କରାଯାଇଛି। ରାଜ୍ୟର ଚାହିଦା ମେଣ୍ଟାଇବା ପାଇଁ ଏହି ପିଆଜକୁ ଅଣାଯାଇଛି। ଏହି ପିଆଜର ଓଜନ ଗୋଟା ଅଧ କେଜିରୁ ଅଧିକ ରହୁଛି।
ଗତକାଲି ୩୨ ଟନ୍ ଇଜିପ୍ଟ ପିଆଜ ଭୁବନେଶ୍ୱରରେ ପହଞ୍ଚିଛି। ଦେଶୀ ପିଆଜଠୁ ଏହାର ଆକାର ଓ ରଙ୍ଗ ଟିକିଏ ଭିନ୍ନ ରହିଛି।
ଏନେଇ ବ୍ୟବସାୟୀ ମହାସଂଘର ସାଧାରଣ ସମ୍ପଦକ ସୁଧାକର ପଣ୍ଡା କହିଛନ୍ତି, “ଏହି ପିଆଜ ଆସିବାରେ ବହୁତ ବିଳମ୍ୱ ହୋଇଗଲା। ଏହି ପିଆଜ ସେପ୍ଟେମ୍ୱର ମାସରୁ ଆସିବାର ଥିଲା। ଏବେ ନୂଆ ପିଆଜ ନାସିକ୍ରୁ ଆସିବାରେ ଲାଗିଛି। ତା’ ସହିତ କର୍ଣ୍ଣଡ, ବେଙ୍ଗାଲୁରରୁ ମଧ୍ୟ ପିଆଜ ଆସିଯିବ। ମୁଁ ଆଶା ରଖୁଛି ନୂଆବର୍ଷ ବେଳକୁ ପିଆଜ କିଲୋ ୩୦ରୁ ୪୦ ଟଙ୍କାରେ ବଜାରରେ ଉପଲବ୍ଧ ହୋଇ ପାରିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।