ଭଦ୍ରକ(ପାର୍ଥସାରଥୀ ନାୟକ): ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍ ଉଲ୍ ଜୁହା । ଆଜି ସମଗ୍ର ଦେଶରେ ମୁସଲମାନ ଭାଇ ଭଉଣୀମାନେ ଏହି ପର୍ବକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରୁଛନ୍ତି । ଭଦ୍ରକରେ ମଧ୍ୟ ବଳିଦାନ ପର୍ବକୁ ଘରେ ରହି ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି। କରୋନା କଟକଣା ଥିବା ବେଳେ ଇଦ ଉଲ ଜୁହା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି ।
ତେବେ କୋରୋନା ମହାମାରୀ ଯୋଗୁଁ କଟକଣା ମଧ୍ୟରେ ଏହି ପର୍ବ ଅନୁଷ୍ଠିତ ହେଉଥିବା ବେଳେ, ବିଭିନ୍ନ ମସଜିଦ୍ ସମେତ ଇଦଗାହାରେ ମଧ୍ୟ ନମାଜ୍ ପାଠ କରାଯାଇଛି । ତେବେ ଏହି ନମାଜ୍ ପାଠ କେବଳ ପାଞ୍ଚ ଜଣକୁ ନେଇ ଅନୁଷ୍ଠିତ ହେବ । ଭଦ୍ରକରେ ଏହି ପର୍ବ ଭାଇଚାରା ରୀତିରେ ପାଳନ ହେଉଥିବା ବେଳେ, କୋରୋନା କଟକଣାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛିଗତକାଲି ଭଦ୍ରକ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।