ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଓଡ଼ିଶାରେ ଆସନ୍ତା ୧୪ତାରିଖରେ ‘ଇଦ୍ ପର୍ବ’ ପାଳନ ହେବ। ଅଞ୍ଜୁମାନ ଇସଲାମିଆ ଏହେଲେ ସୁନ୍ନତଅଲ ଜମାତ୍ ଚାନ୍ଦ କମିଟି ପକ୍ଷରୁ ଏହି ଘୋଷଣା କରାଯାଇଛି।
କମିଟିର ସଭାପତି ମହମ୍ମଦ ଅବଦୁଲ୍ଲ ଆହେବ ଏ ସମ୍ପର୍କରେ କହିଛନ୍ତି ଯେ, କୋଭିଡ୍ କଟକଣା ମଧ୍ୟରେ ମସଜିଦ୍ରେ ନମାଜ ପାଠ ହେବ। ତେବେ ମସଜିଦରେ ସମୂହ ନମାଜ ପାଠ କରାଯିବ ନାହିଁ।
ଇମାମଙ୍କ ସହ ସର୍ବାଧିକ ୫ଜଣ ନମାଜ ପାଠ କରିବେ। ମୁସଲିମ୍ ଭାଇମାନଙ୍କୁ ସରକାରଙ୍କ କୋଭିଡ୍ ଗାଇଡଲାଇନ୍ ମାଧ୍ୟମରେ ନମାଜ ପାଠ , ସାମାଜିକ ଦୂରତ୍ୱ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।