ରାସ୍ତା ତଳକୁ ଓଲଟି ପଡ଼ିଲା ‘ଦିଲଖୁସ୍’ ବସ୍‌

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର ପ୍ରାୟ ସାଢ଼େ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ରେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ବସିଥିଲେ। ‘ଦିଲଖୁସ୍’ ନାମକ ଏହି ବସ୍‌ଟି ଝାରସୁଗୁଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବନ୍ଦା ଓଭରବ୍ରିଜ ନିକଟରେ ବସ୍‌ଟି […]

busmmmm

busmmmm

Tapaswini Nayak
  • Published: Friday, 28 June 2019
  • Updated: 28 June 2019, 10:16 AM IST

Sports

Latest News

ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ଭୋର ପ୍ରାୟ ସାଢ଼େ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ରେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ବସିଥିଲେ।

‘ଦିଲଖୁସ୍’ ନାମକ ଏହି ବସ୍‌ଟି ଝାରସୁଗୁଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବନ୍ଦା ଓଭରବ୍ରିଜ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା।

ପୁଲିସ୍ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ପରେ ଓଲଟି ପଡ଼ିଥିବା ବସ୍‌ଟିକୁ କ୍ରେନ୍ ସାହାଯ୍ୟରେ ଉଠା ଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story