ଜଳିଗଲା ୮ ବଖରା ଘର

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧମାନଗର ବ୍ଲକ୍‌ ଖଡିମାହାରା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ଟି ପରିବାରର ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବ ପତ୍ର ସହ ବାଇକ୍‌ ଓ ସାଇକେଲ୍‌ ମଧ୍ୟ ଜଳିଯାଇଛି। ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି। ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।

fire....

Tapaswini Nayak
  • Published: Monday, 08 October 2018
  • , Updated: 08 October 2018, 09:04 AM IST

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧମାନଗର ବ୍ଲକ୍‌ ଖଡିମାହାରା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ଟି ପରିବାରର ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।

ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବ ପତ୍ର ସହ ବାଇକ୍‌ ଓ ସାଇକେଲ୍‌ ମଧ୍ୟ ଜଳିଯାଇଛି।

ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।

Related story