ଆଉ ଏକ କଲେଜର ୮ ଛାତ୍ରଛାତ୍ରୀଙ୍କୁ କରୋନା

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ବିଦ୍ୟାର୍ଥୀ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ହଷ୍ଟେଲରୁ ୮ ଜଣ ଛାତ୍ରଛାତ୍ରୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ପରେ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ତତ୍ପର ହୋଇଛି। ଏବେ ସମସ୍ତ ଆକ୍ରାନ୍ତଙ୍କୁ ହଷ୍ଟେଲ୍‌ ପରିସରରେ ଥିବା କ୍ୟାଣ୍ଟିନ୍‌ରେ ରଖାଯାଇଛି। ସେଠାରେ ସେମାନଙ୍କୁ ଚିକିତ୍ସା କରାଯାଉଛି। ହଷ୍ଟେଲ୍‌ରେ ରହୁଥିବା ଅନ୍ୟ ଛାତ୍ରଛାତ୍ରୀମାନଙ୍କର ପୂର୍ବରୁ କୋଭିଡ୍‌ ଟେଷ୍ଟ ହୋଇଥିଲା। ୫ ଦିନ ପରେ ଆଉଥରେ କୋଭିଡ୍‌ ଟେଷ୍ଟ କରାଯିବ। ଯେଉଁମାନଙ୍କର ନେଗେଟିଭ ରିପୋର୍ଟ ଆସିବ, ସେମାନଙ୍କୁ […]

corona

corona

Manoranjan Sial
  • Published: Friday, 26 March 2021
  • Updated: 26 March 2021, 05:57 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ବିଦ୍ୟାର୍ଥୀ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ହଷ୍ଟେଲରୁ ୮ ଜଣ ଛାତ୍ରଛାତ୍ରୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ପରେ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ତତ୍ପର ହୋଇଛି। ଏବେ ସମସ୍ତ ଆକ୍ରାନ୍ତଙ୍କୁ ହଷ୍ଟେଲ୍‌ ପରିସରରେ ଥିବା କ୍ୟାଣ୍ଟିନ୍‌ରେ ରଖାଯାଇଛି। ସେଠାରେ ସେମାନଙ୍କୁ ଚିକିତ୍ସା କରାଯାଉଛି।

ହଷ୍ଟେଲ୍‌ରେ ରହୁଥିବା ଅନ୍ୟ ଛାତ୍ରଛାତ୍ରୀମାନଙ୍କର ପୂର୍ବରୁ କୋଭିଡ୍‌ ଟେଷ୍ଟ ହୋଇଥିଲା। ୫ ଦିନ ପରେ ଆଉଥରେ କୋଭିଡ୍‌ ଟେଷ୍ଟ କରାଯିବ। ଯେଉଁମାନଙ୍କର ନେଗେଟିଭ ରିପୋର୍ଟ ଆସିବ, ସେମାନଙ୍କୁ ନିଜ ନିଜ ଘରକୁ ପଠାଇ ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

କୋଭିଡ୍‌ରେ ଆକ୍ରାନ୍ତ ହୋଇଥିବା ଖବର ପାଇ କେତେକ ଅଭିଭାବକ ନିଜ ପିଲାଙ୍କୁ ସାଥୀରେ ନେବା ପାଇଁ କଲେଜକୁ ଆସିଥିଲେ। ମାତ୍ର ସେମାନଙ୍କୁ ଫେରାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ସପ୍ତାହରେ କଟକର ଦୁଇଟି ଘରୋଇ ଶିକ୍ଷାନୁଷ୍ଠାନରୁ ୪୦ରୁ ଅଧିକ ଜଣ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ରେଭେନ୍ସା ବିଶ୍ୱବିଦ୍ୟାଳୟର ଜଣେ ବିଦ୍ୟାର୍ଥୀ ଓ ଦୁଇ ଜଣ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାଉରକେଲା ସ୍ଥିତ ନିଟ୍‌ର ୩ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଭୁବନେଶ୍ୱର ସ୍ଥିତ ଘରୋଇ ମ୍ୟାନେଜମେଣ୍ଟ ଅନୁଷ୍ଠାନ XIMBରେ ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ର ଜଣେ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story